ଆସନ୍ତା ୨୮ ତାରିଖରେ ବାର ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ୨୮ ତାରିଖରେ ବାର ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ । ଓଏସବିସି ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱୀବେଦୀ ସୂଚନା ଦେଇଛନ୍ତି । ରାଜ୍ୟ ଆଇନଜୀବୀ ପରିଷଦ ସହ ଅନୁବନ୍ଧିତ ୧୫୮ ଆସୋସିଏସନରେ ନିର୍ବାଚନ ହେବ । ନିର୍ବାଚନୀ ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ!-->…