ଗ୍ୟାସ୍ ସଙ୍କଟ ରାଜନୀତି : ରାସ୍ତା ଉପରେ କାଠ ଚୁଲି ଜାଳି ଚା’ କଲା ବିଜେଡି
ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜରାସ୍ତାରେ ବିଜେଡିର ପ୍ରତିବାଦ । ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ପ୍ରତିବାଦ । ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିଛି ବିଜେଡି । ବିଜୁ ମହିଳା ଜନତା ଦଳର ବହୁ ସଦସ୍ୟ ରାଜରାସ୍ତାକୁ ଓହ୍ଲାଇ!-->…