ଆଜି ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଭାଷା ଆମ ଗୌରବ, ଆମ ବୈଭବ । ଭାଷା ଆମ ପରିଚୟକୁ କରିଛି ସମୃଦ୍ଧ । ଆମ ଭାଷାର ଗରିମା ଅକ୍ଷୁର୍ଣ୍ଣ ରଖି ମର୍ଯ୍ୟଦା ସ୍ୱରୂପ ଆଜି ଆମେ ପାଳନ କରୁଛେ 'ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ଦିବସ ।ଆଜିକୁ ଠିକ୍ ୧୨ ବର୍ଷ ତଳେ ଭାରତ ସରକାରଙ୍କ ରାଜପତ୍ରରେ ଓଡ଼ିଆକୁ!-->…