ସ୍ଥାୟିତ୍ୱ ଓ ନୂତନ ଉଦ୍‌ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଦୁଇ ଦିନିଆ ଜାତୀୟ ସମ୍ମିଳନୀ “ସଷ୍ଟେନହେଲ୍‌ଥ –…

ଭୁବନେଶ୍ୱର, ( ରାଜ୍ୟ କାହାଣୀ) ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ (ଆଇବିସିଏସ), ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଏବଂ କନ୍‌ସୋରଟିୟମ୍ ଅଫ୍ ଆକ୍ରେଡିଟେଡ ହେଲ୍‌ଥ କେୟାର…

ସରିଲା ନାମାଙ୍କନ ପତ୍ର ପ୍ରତ୍ୟାହାର ସମୟ, ମୈଦାନରେ ୫ ପ୍ରାର୍ଥୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା । କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର । ଫଳରେ ଏବେ ମଇଦାନରେ ରହିଛନ୍ତି ମୋଟ ୫ ପ୍ରାର୍ଥୀ। ବିଜେପିରୁ ମନମୋହନ ସାମଲ, ସୁଜିତ କୁମାର, ବିଜେଡିରୁ ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ବର…

ଖସିଲା ସୁନା ଏବଂ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୬୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୨୦୦…

ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଡାକ୍ତର ଅଭାବ ଏବେ ଏକ ଗୁରୁତର ଚିନ୍ତାର ବିଷୟ ପାଲଟିଛି ।ଓଡ଼ିଶାରେ ବର୍ତ୍ତମାନ ରାଜ୍ୟରେ ପ୍ରତି ୧୨୬୫ ଜଣ ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର ଅଛନ୍ତି । ସରକାରୀ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୧୫,୭୯୩ଟି ଡାକ୍ତର ପଦବୀ…

ବଢୁଛି ସାଇବର ଠକେଇ : ଦୁଇ ବର୍ଷରେ ଲୁଟି ନେଇଛନ୍ତି ୭୧୧ କୋଟି

ରାଜ୍ୟକାହାଣୀ ( ଭୁବନେଶ୍ୱର )ଦୁଇ ବର୍ଷରେ ଲୁଟିଲେଣି ୭୧୧ କୋଟିରୁ ଅଧିକ ଟଙ୍କା । କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା । ବିଧାନସଭା ର ତଥ୍ୟ କହୁଛି ୨୦୨୪ ରେ ୨୭ ହଜାର ୩୬୮ ଟି ମାମଲା ରୁଜୁ ହେଉଥିବା ବେଳେ, ୨୭୯ କୋଟି ୭୧ ଲକ୍ଷ ୨୯ ହାଜର ୬୬୨ ଟଙ୍କା ଠକେଇ ହେଇଛି…

ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି ପଡ଼ିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି।୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡିଛି । ୨ ଯୁଗ୍ନ ଶାସନ ସଚିବ ଓ ୨ ଉପ…

ଆକାଶଛୁଆଁ ଅଶୋଧିତ ତୈଳ ଦର । ୧୦୦ ଡଲାର ପାର୍ କଲା ଦର

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପ ଏହି ପରିସ୍ଥିତି ସମ୍ପର୍କରେ ବିବୃତି ଜାରି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ, ଯଦି ଏହି ସ୍ଥିତି ଇରାନର ପରମାଣୁ ବିପଦକୁ ଦୂର କରିପାରିବ, ତେବେ…

ସଂଘର୍ଷ ଭାରତ ପାଇଁ ବିଶେଷ ଚିନ୍ତାର ବିଷୟ: ମଧ୍ୟପ୍ରାଚ୍ୟ ସଙ୍କଟ ନେଇ କହିଲେ ଜୟଶଙ୍କର

ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଇରାନ-ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ସୋମବାର ରାଜ୍ୟ ସଭାରେ କହିଛନ୍ତି, ସରକାର ଏହି ଅଞ୍ଚଳରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇଛନ୍ତି। ଭାରତ ଚାହେଁ ଯେ, ଏହି ସଙ୍କଟର ସମାଧାନ କୂଟନୀତି ଓ ଆଲୋଚନା…

୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଚଳିତ ରାଜ୍ୟସଭା ନିର୍ବାଚନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାରତୀୟ ଜନତା ପାର୍ଟି । ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପି…

୮୬ ଜେଲରେ ଅଛନ୍ତି ୧୮ ହଜାର ୧୭୬ କଏଦୀ: ମୁଖ୍ୟମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି।ରାଜ୍ୟରେ ୮୬ ଜେଲରେ ଅଛନ୍ତି ୧୮ ହଜାର ୧୭୬ କଏଦୀ । ସେଥିରୁ ୧୪ ହଜାର ୪୦ ବିଚାରଧୀନ, ୪ ହଜାର ୧୩୬ ଦଣ୍ଡ ପାଇ ଅଛନ୍ତି ।ଏନେଇ ଗୃହରେ…