ଚିନ୍ତା ବଢାଇଲା ମଧ୍ୟପ୍ରାଚ୍ୟ ଯୁଦ୍ଧ । ରାଜଧାନୀ ଭୁବନେଶ୍ୱରରେ ବଢିଲା ଗ୍ୟାସ ଟେନସନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡ଼ିଶାରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ମହାପ୍ରଭାବ। ହାଣ୍ଡିଶାଳରେ ମହଙ୍ଗା ମାଡ଼। ରନ୍ଧନ ଗ୍ୟାସ୍ ଓ ଖାଇବା ତେଲ ପାଇଁ ଲୋକେ ଛଟପଟ। ଗ୍ୟାସ୍ ସିଲିଣ୍ଡର ଓ ପେଟ୍ରୋଲ-ଡିଜେଲ୍ ପାଇଁ ରାତିରୁ ଲମ୍ଵା ଲାଇନ୍।ଭୁବନେଶ୍ବର ଖଣ୍ଡଗିରି ଲିଙ୍ଗରାଜ HP ଗ୍ୟାସ ଷ୍ଟେସନ୍ ସାମ୍ନାରେ!-->…