ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ ଆସନ୍ତା ୨୫ ତାରିଖରୁ ଆରମ୍ଭ
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେଉଛି । ହାଇକୋର୍ଟଙ୍କ ଏହି ଗ୍ରୀଷ୍ମ ଛୁଟି ସମୟରେ ୮ ଦିନ ଅବକାଶକାଳୀନ ଅଦାଲତ ଚାଲିବ । ପୂର୍ବ ନିଷ୍ପତ୍ତି ଅନୁସାରେ ଅବକାଶକାଳୀନ ସମସ୍ତ ଅଦାଲତ ଭର୍ଚୁଆଲ୍ ମୋଡରେ କାର୍ଯ୍ୟ କରିବ । ସକାଳ!-->…