ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ

ଗୁରୁବାର ଭାରତୀୟ ସେନାର Su-30 MKI ଲଢ଼ୁଆ ବିମାନ ନିଖୋଜ ହୋଇଯାଇଥିଲା । ଯାହାପରେ ସନ୍ଧାନକାର୍ଯ୍ୟ ଆରମ୍ଭ କରିଦେଇଥିଲା । ତେବେ ବିମାନଟି କ୍ରାଶ୍ କରିଯାଇଥିବା ସୂଚନା ମିଳିଛି । ଏନେଇ ଏକ୍ସ ଯୋଗେ ବାୟୁସେନା ପକ୍ଷରୁ ଅପଡେଟ୍ ଦିଆଯାଇଛି ।ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍…

ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ ଟପିଥିଲା।ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ…

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଲାଗିଛି । ଅମିତ ଶାହଙ୍କ ସ୍ଵାଗତ ସହ ଉଦ୍‌ଘାଟିତ ଓ ଶିଳାନ୍ୟାସ ସମ୍ପର୍କିତ ବଡ଼ ବଡ଼ ହୋର୍ଡିଂ । ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କଟକ, ଭୁବନେଶ୍ଵର ଓ…

ଭୁବନେଶ୍ବରରେ ଆୟୋଜିତ ହେବ ଭାରତର ନୂତନ ନ୍ୟାୟିକ ବ୍ୟବସ୍ଥାର ରୂପରେଖ ସମ୍ପର୍କୀତ ପ୍ରଦର୍ଶନୀ

ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା ୬ ତାରିଖରେ କେନ୍ଦ୍ର…

ଖାମେନିଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲା ଭାରତ

ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ର ଗୁରୁବାର (ମାର୍ଚ୍ଚ ୫, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଏକ ଶୋକ ପୁସ୍ତକରେ ସ୍ବାକ୍ଷର କରିଥିଲେ ଏବଂ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।୨୮ ଫେବ୍ରୁଆରୀ…

ଇରାନ ଯୁଦ୍ଧ ନେଇ ଏହି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୟୁକ୍ରେନ ଏବଂ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧର ଶୀଘ୍ର ଶେଷ ପାଇଁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେକୌଣସି ବିବାଦର ସମାଧାନ ଯୁଦ୍ଧ ନୁହେଁ, କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ହୋଇପାରିବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବିବୃତ୍ତି…

କୋର୍ଟ ସମ୍ମୁଖରେ ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା ଅଭିଯୋଗ

ଗଂଜାମ ଜିଲ୍ଲା ଭଂଜନଗର ଥାନା ଠାରୁ କିଛି ଦୂରରେ ଥିବା କୋର୍ଟ ସମୁଖରେ ଗୁରୁବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆଜି ଅପରାହ୍ନ ସାଢେ ୨ଟା ସମୟରେ ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲି ଗ୍ରାମର…

ଆଜି ନୁହେଁ ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ନୁହେଁ ଆସନ୍ତାକାଲି ଓଡିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଓଡିଶା ପହଞ୍ଚିବା ପରେ ସିଧା ମୁଣ୍ଡୁଳି ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ପରେ ପାରାଦୀପ ଓ ଭୁବନେଶ୍ୱରରେ ମଧ୍ୟ ଶାହ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ଜଟଣୀ ଠାରେ ଜାତୀୟ…

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ନୀତିଶ କୁମାର, ମୁଖ୍ୟମନ୍ତ୍ରୀ ପଦରୁ ଦେବେ ଇସ୍ତଫା

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ ବରିଷ୍ଠ ଏନଡିଏ ନେତା ଉପସ୍ଥିତ ଥିଲେ।ଫେବୃଆରୀ ୨୭ରେ ୧୦ମ ଥର ପାଇଁ ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ଭାବରେ…

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ମନମୋହନ,ସୁଜିତ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । ସେପରି ବିଜେପିର ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ମଧ୍ୟ…