ବିହାରରୁ ରାଜ୍ୟସଭା ପାଇଁ ନିତିନ ନବୀନ ହେଲେ ବିଜେପି ପ୍ରାର୍ଥୀ
୯ ଜଣିଆ ରାଜ୍ୟସଭା ପ୍ରାର୍ଥୀ ତାଲିକା ଘଷଣା କଲା ବିଜେପି । ଏହି କ୍ରମରେ ବିହାରରୁ ନିତିନ ନବୀନ (ବିଜେପି ରାଷ୍ଟ୍ରୀୟ ସଭାପତି) ଓ ଶିବେଶ କୁମାରଙ୍କ ନାମ ଦଳ ଘୋଷଣା କରିଛି । ସେହିଭଳି ଆସାମରୁ ତେରାଶ ଗୋବାଲ ଓ ଜୋଗେନ ମୋହନଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଛତିଶଗଡ଼ରୁ ବିଜେପି ତରଫରୁ!-->…