ଆସନ୍ତା ମାର୍ଚ୍ଚ ୭ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା
ଆସୁଛି କାଳବୈଶାଖୀ ବର୍ଷା । ଆସନ୍ତା ମାର୍ଚ୍ଚ ୭ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଶେଷ କରି ଉପକୂଳ ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାମାନଙ୍କରେ ଏହାର ପ୍ରଭାବ ଦେଖାଦେଇପାରେ । ଏବେ କିଛି ଦିନ!-->…