ଆଜି ଶ୍ରୀମନ୍ଦିରରେ ଅଗ୍ନି ଉତ୍ସବ ତଥା ମେଣ୍ଢା ପୋଡ଼ି ନୀତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଶ୍ରୀମନ୍ଦିରରେ ଅଗ୍ନି ଉତ୍ସବ ତଥା ମେଣ୍ଢା ପୋଡ଼ି ନୀତି ହେବ । ସନ୍ଧ୍ୟାରେ ଦୋଳୋତ୍ସବର ବିଶେଷ ପର୍ବ ମେଣ୍ଢାପୋଡ଼ି ନୀତି ହେବ । ଠାକୁରେ ଦୋଳବେଦିକୁ ବିଜେ ହେବା ପରେ ଏହି ବିଶେଷ ନୀତି ପାଳନ ହେବ । ମଧ୍ୟାହ୍ନ ଧୂପ ଶେଷ ପରେ ଠାକୁରଙ୍କ ଚଳନ୍ତି ପ୍ରତିମା!-->…