ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ସରିଲା ୩ରଥର ୪୨ ଚକ ନିର୍ମାଣ କାର୍ଯ୍ୟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଆଜି ରଥ ନିର୍ମାଣର ୩୦ ତମ ଦିନରେ ରଥ ନିର୍ମାଣକାରୀ ସେବକମାନେ ସବୁଦିନ ପରି ରଥଖଳାଠାରେ ପହଞ୍ଚି ରଥ ମୁଖ୍ୟ ମହାରଣାଙ୍କ ମାର୍ଗଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ । ତିନି

ତାମିଲନାଡ଼ୁରେ କ୍ୟାବିନେଟ୍‌ ସମ୍ପ୍ରସାରଣ: ୨ କଂଗ୍ରେସ ଓ ୨୧ ଟିଭିକେ ବିଧାୟକ ମନ୍ତ୍ରିପଦର ନେଲେ ଶପଥ

ତାମିଲନାଡ଼ୁରେ ମୁଖ୍ୟମନ୍ତ୍ରୀ ସି ଯୋଶେଫ ବିଜୟଙ୍କ ନେତୃତ୍ବାଧୀନ ଟିଭିକେ ସରକାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ୫୯ ବର୍ଷ ପରେ କ୍ୟାବିନେଟକୁ ଫେରିଛି କଂଗ୍ରେସ । ୩୩ ଜଣ ମନ୍ତ୍ରୀଙ୍କୁ ନେଇ ନୂଆ କ୍ୟାବିନେଟ୍ ଗଠନ କରିଛନ୍ତି ତାମିଲନାଡୁ ନୂଆ ମୁଖ୍ୟମନ୍ତ୍ରୀ ଜୋସେଫ୍ ବିଜୟ ।

ପୁଣି ଚର୍ଚ୍ଚାରେ ଅଭିନେତ୍ରୀ ମଲାଇକା ଆରୋରାଙ୍କ ନୂତନ ପ୍ରେମ ସମ୍ପର୍କ

ବଲିଉଡ୍ ଅଭିନେତ୍ରୀ ମଲାଇକା ଆରୋରାଙ୍କ ବ୍ୟକ୍ତିଗତ ଜୀବନ ଏକ ନୂତନ ମୋଡ଼ ନେଇଛି । ସେ ନିକଟରେ ହୀରା ବ୍ୟବସାୟୀ ହର୍ଷ ମେହେତାଙ୍କ ସହ ମୁମ୍ବାଇରେ ତାଙ୍କ ମାଆଙ୍କ ଘରକୁ ଯାଇଥିବାର ଦେଖାଯାଇଥିଲା, ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ବଲିଉଡ୍ ଅଭିନେତ୍ରୀ ମଲାଇକା ଆରୋରାଙ୍କ

ଇବୋଲା ଭୟ, ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର

ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଦ୍ୱାରା କଙ୍ଗୋ ଗଣତାନ୍ତ୍ରିକ ଗଣରାଜ୍ୟ ଏବଂ ଉଗାଣ୍ଡାରେ ଇବୋଲା ପ୍ରକୋପକୁ ଏମରଜେନ୍ସି ଅଫ ଇଣ୍ଟରନ୍ୟାସନାଲ କନସର୍ନ

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସବୁ ମଦ୍ରାସାରେ ‘ବନ୍ଦେ ମାତରମ୍’ ବାଧ୍ୟତାମୂଳକ !

ପଶ୍ଚିମବଙ୍ଗର ନବନିର୍ବାଚିତ ବିଜେପି ସରକାର ରାଜ୍ୟରେ ଏକ ବଡ଼ ଏବଂ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ସମସ୍ତ ମଦ୍ରାସାରେ ଦୈନିକ ପ୍ରାର୍ଥନା ସଭା ସମୟରେ ଜାତୀୟ ଗୀତ ‘ବନ୍ଦେ ମାତରମ୍’ ଗାନ କରିବାକୁ ବାଧ୍ୟତାମୂଳକ

ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି; ସମସ୍ତ ମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ ଏବଂ ଇଟାଲୀର ସଫଳ କୂଟନୈତିକ ଗସ୍ତ ପରେ ନୂଆଦିଲ୍ଲୀ ଫେରିଛନ୍ତି। ତେବେ ଆଜି ମୋଦିଙ୍କ

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନାବାଳିକାଙ୍କୁ ଟେକି ନେଇ ଦୁଷ୍କର୍ମ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଝାରସୁଗୁଡ଼ା ହସ୍ପିଟାଲରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା, ପ୍ରତିକ୍ରିୟା ଦେଲେ CWC ଅଧ୍ୟକ୍ଷା । କହିଲେ, ନାବାଳିକାଙ୍କ ଡାକ୍ତରୀ ମାଇନା କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ଜଣେ ଯୁବତୀ ଏବଂ ଜଣେ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା CWC

ଭଡ଼ା ଘରେ ଚାଲିଥିଲା ସେକ୍ସ ର‌୍ୟାକେଟ, ପୁଲିସର ରେଡ୍ ବେଳେ ୫ ଦେହଜୀବୀ ଉଦ୍ଧାର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଜଟଣୀ ରାମଚନ୍ଦ୍ରପୁର ବଜାର ଅଞ୍ଚଳରେ ଏକ ଭଡ଼ା ଘରୁ ସେକ୍ସ ରାକେଟ୍ ଠାବ ହୋଇଛି । ଜଟଣୀ ଥାନା ପୁଲିସ ସେଠାରୁ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି। ରାକେଟ୍‌ର କିଙ୍ଗପିନ୍ ସାଜିଥିବା ଜଣେ ବୃଦ୍ଧାଙ୍କ ସମେତ ୪ ଗ୍ରାହକଙ୍କୁ ପୁଲିସ ଗିରଫ କରିଛି ।ସୂଚନା ମୁତାବକ,

୨୪ ଯାଏ ଖରାରୁ ମିଳିବନି ନିସ୍ତାର । ଉପକୂଳ ଓଡ଼ିଶା ଗରମ ସହ ଗୁଳୁଗୁଳି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ଜାରି ରହିବ ଅସହ୍ୟ ତାତି । ଆସନ୍ତା ୨୯ କିମ୍ବା ୩୦ ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେଇପାରେ ।ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳି ଏବଂ ଉଷ୍ମ ରାତି ନେଇ ଜନସାଧାରଣଙ୍କୁ ସତର୍କ କରାଯାଇଛି । ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ

ଟେଟ୍ରା ପ୍ୟାକ୍ ମଦ ବିକ୍ରି ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି, କେନ୍ଦ୍ର ସରକାର ଏବଂ ସମସ୍ତ ରାଜ୍ୟର ଅବକାରୀ ବିଭାଗକୁ…

ଟେଟ୍ରା ପ୍ୟାକ୍ ଏବଂ ସାଚେଟ୍ ଭଳି ଅସ୍ପଷ୍ଟ ପ୍ୟାକେଜ୍ ରେ ମଦ ବିକ୍ରୟ ଉପରେ ନିଷେଧ ପାଇଁ ଏକ ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ଜବାବ ମାଗିଛନ୍ତି । କହିଛନ୍ତି ଯେ ଏପରି ପ୍ୟାକେଜିଂ ଗ୍ରାହକମାନଙ୍କୁ ଭ୍ରମିତ କରିପାରେ ଏବଂ ନାବାଳକମାନଙ୍କୁ ମଦ୍ୟପାନ କରିବାକୁ ଉତ୍ସାହିତ