ରାଜ୍ୟ ସଭା ପାଇଁ ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ରାଜ୍ୟସଭା ଟିକେଟ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି!-->…