ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜନଗର କେରେଡ଼ାଗଡ଼ ଆର୍ଆଇ
ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜନଗର କେରେଡ଼ାଗଡ଼ ଆର୍ଆଇ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତହସିଲ ଅନ୍ତର୍ଗତ କେରେଡ଼ାଗଡ଼ ସର୍କଲର ରାଜସ୍ୱ ନିରୀକ୍ଷକ (RI) ଶ୍ରୀ ପ୍ରଦ୍ୟୁମ୍ନ କେଶରୀ ବେହୁରା । ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର!-->…