ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ ଏହି ଅବଧି ବଢ଼ାଯିବ। ରାଜ୍ୟରେ ସମସ୍ତ ଜିଲାପାଳ ଏହି ଅବଧି ସମୟ ବଢ଼ାଇ ପାରିବେ। ବିଳମ୍ବ କିମ୍ବା ସମସ୍ୟା ଯୋଗୁ ରାଜ୍ୟର ଚାଷୀଙ୍କୁ!-->…