ଭିଜିଲାନ୍ସ ଜାଲରେ କଟକ ଖଣି ଉପନିର୍ଦ୍ଦେଶକ ,ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି
ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି । ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ । କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଘରେ ଟଙ୍କାର ପାହାଡ଼ ।ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ!-->…