ସୁନା ଦର ବଢ଼ିଥିବାବେଳେ କମିଛି ରୁପାର ଦର

ଆଜି ସୁନା ଦର ସାମାନ୍ୟ ବୃଦ୍ଧି ଘଟିଥିବାବେଳେ ରୂପା ଦର କମିଛି।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୭୮୦…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ !ଆଜି ବି ବର୍ଷା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ବି ବର୍ଷା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ସହ ରାଜ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ।ସୁଦୃଶ ଲଘୁଚାପ କ୍ଷେତ୍ରଟି ସମୁଦ୍ର ପତନରୁ ପ୍ରାୟ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି…

ଲିଭୁନି ଲିଙ୍ଗିପୁର ସୁପରମାର୍ଟ ନିଆଁ, ତରଳିଗଲାଣି ରଡ୍ : ଅଗ୍ନିଶମ ଡିଜି

ଭୁବନେଶ୍ୱର (ରାଜ୍ୟକାହାଣୀ )ଜଳୁଛି ଭୁବନେଶ୍ଵର ଲିଙ୍ଗିପୁର ନିକଟ ସୁପରମାର୍ଟ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ଆଡଭାନ୍ସ ଟେକ୍ନୋଲୋଜି ସହ ୪୦ରୁ ଉର୍ଦ୍ଧ୍ଵ ଦମକଳ ଗାଡି ନିଆଁ ଲିଭାଇବାରେ ଲାଗିଛନ୍ତି। ଆୟତ୍ତକୁ ଆସିନି ରାତିରୁ ଲାଗିଥିବା ନିଆଁ। ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି…

ପାଠ ପାଇଁ ହତ୍ୟା ! ରାଇଫଲରୁ ଗୁଳି କରି ବାପାକୁ ମାରିଦେଲା ପୁଅ

ବାପାକୁ ମାରିଲା ପୁଅ । ଖଣ୍ଡଖଣ୍ଡ କରି ଡ୍ରମ୍ ଭିତରେ ପୁରାଇଲା । ପାଠପଢାକୁ ନେଇ ପୁଅର ଜଘନ୍ୟ କାଣ୍ଡ । ଉତ୍ତରପ୍ରଦେଶର ଆସିଆନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଆତଙ୍କ ସୃଷ୍ଟି କରିଛି। ଜଣେ ନିଖୋଜ ପାଥୋଲୋଜି ଅପରେଟରଙ୍କ ମୃତଦେହ ତାଙ୍କ ଘର ଭିତରେ ଥିବା ଏକ…

ନବବଧୂକୁ ବନ୍ଧୁକ ମୁନରେ ଅପହରଣ ମାମଲା;ଧରାପଡିଲେ ପ୍ରେମିକ ଓ ପ୍ରେମିକା

ବଲାଂଗୀରର ବର ହାତରୁ ନବ ବଧୂକୁ ବନ୍ଧୁକ ମୁନରେ ଅପହରଣ ମାମଲା । ନବବଧୂକୁ ବନ୍ଧୁକ ମୁନରେ ଉଠାଇନେଇଥିବା ପ୍ରେମିକ ସଞ୍ଜୟ ସାହୁ ଗିରଫ । ପ୍ରେମିକା ରଶ୍ମି ସହ ସଞ୍ଜକୁ ସମ୍ବଲପୁର ବୁଢାରାଜା ସ୍ଥିତ ପ୍ରଫେସର କଲୋନୀରୁ ଗିରଫ କଲା ସମ୍ବଳପୁର ପୋଲିସ । ସମ୍ବଲପୁର ପୋଲିସ ଓ ସୁବର୍ଣ୍ଣପୁର ପୋଲିସ…

ମାର୍ଚ୍ଚ ୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ଆରମ୍ଭ

ଭୁବନେଶ୍ୱର (ରାଜ୍ୟକାହାଣୀ )ମାଟ୍ରିକ୍ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି। ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି)ଓ…

ଧାନ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ: ଆଜି ବିଜେଡିର ଚାଷୀ ଆନ୍ଦୋଳନ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍‌ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ…

*ସ୍ମାର୍ଟ ପରିବହନ ଓ  ସ୍ଥାୟୀ ଭବିଷ୍ୟତ ଆମର ଲକ୍ଷ୍ୟ : ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ସହରାଞ୍ଚଳ ପରିବହନ ପାଇଁ ୪୨୧ କୋଟି ଟଙ୍କାର ବ୍ୟୟବରାଦ ହେବାପରେ ଏବେ ଅଧିକରୁ ଅଧିକ ସଂଖ୍ୟକ ପରିବେଶ ଅନୁକୂଳ ଇ-ବସ୍ ଆଣିବାପାଇଁ ସରକାର ଅଣ୍ଟା ଭିଡିଛନ୍ତି । ରାଜ୍ୟରେ ଚାଲୁଥିବା ଇ-ବସ୍ ତାଲିକାରେ ଆଉ ୬୦୦ ଇ-ବସ୍ ଯୋଡାଯିବ ବୋଲି ସୂଚନା ମିଳିଛି । ରାଜ୍ୟରେ…

ଆସନ୍ତାକାଲି ବିଜେଡିର ବିଶାଳ ଚାଷୀ ସମାବେଶ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତାକାଲି ବିଜେଡିର ବିଶାଳ ଚାଷୀ ସମାବେଶ । ବିଜେପି ସରକାର ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିକ୍ଷୋଭକୁ ଓହ୍ଲାଇବେ । ଚାଷୀ ଆଇନ ଶୃଙ୍ଖଳା ଭଳି କିଛି ବୃହତ ସମସ୍ୟା ନେଇ ଆସନ୍ତାକାଲି…

ପ୍ରେମ ବିବାହ, ପରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କଲା ସ୍ବାମୀ

ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍‌ କରି ସ୍ବାମୀ ସୋସିଆଲ ମିଡିଆରେ ଭାଇରାଲ କରୁଥିବା ଭରତପୁର ଥାନାରେ ଅଭିଯୋଗ…