ଲିଭୁନି ଲିଙ୍ଗିପୁର ସୁପରମାର୍ଟ ନିଆଁ, ତରଳିଗଲାଣି ରଡ୍ : ଅଗ୍ନିଶମ ଡିଜି
ଭୁବନେଶ୍ୱର (ରାଜ୍ୟକାହାଣୀ )ଜଳୁଛି ଭୁବନେଶ୍ଵର ଲିଙ୍ଗିପୁର ନିକଟ ସୁପରମାର୍ଟ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ଆଡଭାନ୍ସ ଟେକ୍ନୋଲୋଜି ସହ ୪୦ରୁ ଉର୍ଦ୍ଧ୍ଵ ଦମକଳ ଗାଡି ନିଆଁ ଲିଭାଇବାରେ ଲାଗିଛନ୍ତି। ଆୟତ୍ତକୁ ଆସିନି ରାତିରୁ ଲାଗିଥିବା ନିଆଁ। ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି!-->…