ସମୃଦ୍ଧ କୃଷକ ଯୋଜନା ପାଇଁ ୬,୦୮୮ କୋଟି ବ୍ୟୟବରାଦ
ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ!-->…