ପୁଣି ବଢିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅବଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ପୂର୍ବରୁ ଫେବୃଆରୀ ୫ ତାରିଖ ଯାଏଁ ବଢ଼ାଯାଇଥିଲା। ପରେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଥିଲା। ଏବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬" ଅଧୀନରେ ସମସ୍ତ ପୁରସ୍କାର ପାଇଁ ଆବେଦନ!-->…