ପ୍ରେମିକା ଆଗରେ ଗଲା ପ୍ରେମିକ ଜୀବନ । ଓୟୋ ହୋଟେଲ ରୁମରେ ମିଳିଲା ପ୍ରେମିକର ମୃତଦେହ
ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ଓୟୋ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା ଏବେ ଫେରାର୍ ଥିବା ସୂଚନା!-->…