ଗୋଡ଼ରେ ଲେଖି ମାଟ୍ରିକ ପରୀକ୍ଷା ଦେବେ ଲକ୍ଷ୍ମୀ ଖେମୁଡୁ !
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମାଟ୍ରିକ ପରୀକ୍ଷା ଦେବେ ମାଲକାନଗିରି ଜିଲ୍ଲା ଲକ୍ଷ୍ମୀ ଖେମୁଡୁ । ଜନ୍ମରୁ ସଂପୂର୍ଣ୍ଣ ଦିବ୍ୟାଙ୍ଗ ହୋଇଥିବାରୁ ନା ଉଠି ବସି ପାରୁଛନ୍ତି,ନା ଚାଲି ପାରୁଛନ୍ତି । ପଢିବା ପାଇଁ ଇଛା ଥିବାରୁ ଗୋଡରେ ଲେଖିବା ଅଭ୍ୟାସ ଆରମ୍ଭ କରିଥିଲେ । ଏବେ ମାଟ୍ରିକ!-->…