ଆଜିଠୁ ମାଟ୍ରିକ ପରୀକ୍ଷା, AI-ଯୁକ୍ତ CCTV କ୍ୟାମେରା ନଜରରେ ସମସ୍ତ ପରୀକ୍ଷା ସେଣ୍ଟର
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜିଠୁ ଛାତ୍ରଛାତ୍ରୀଙ୍କ ଜୀବନର ପ୍ରଥମ ବଡ଼ ପରୀକ୍ଷା ମାଟ୍ରିକ ପରୀକ୍ଷା । ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ।ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା(ଏସଓଏସ୍) ଏବଂ ସଂସ୍କୃତ ମଧ୍ୟମା!-->…