କଂଗ୍ରେସ ଗୋଟିଏ ରାଜ୍ୟସଭା ପ୍ରାର୍ଥୀ ଦେବ: କାଡାମ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି ଯେ କଂଗ୍ରେସ ରାଜ୍ୟସଭା ପାଇଁ ଗୋଟିଏ ପ୍ରାର୍ଥୀ ଦେବ । ଦଳ ଭିତରୁ ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ନବୀନ!-->…