ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ।ଅଭିଭାଷଣ ରଖିବେ ରାଜ୍ୟପାଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ!-->…