ଆସନ୍ତାକାଲି ସୂର୍ଯ୍ୟଗ୍ରହଣ : କ’ଣ କରିବେ ନାହିଁ ଜାଣନ୍ତୁ
ବର୍ଷର ପ୍ରଥମ ସୂର୍ଯ୍ୟଗ୍ରହଣ ଆସନ୍ତାକାଲି ହେବ । ଏହି ଗ୍ରହଣ ଫାଲଗୁନ ମାସର ଅମାବାସ୍ୟା ଦିନ ଅପରାହ୍ନ ୩:୨୬ ରୁ ସନ୍ଧ୍ୟା ୭:୫୭ ପର୍ଯ୍ୟନ୍ତରହିବ। ଏହା ଏକ ବଳୟକାର ସୂର୍ଯ୍ୟ ପରାଗ ହେବ । ଏହି ପରାଗରେ ଚନ୍ଦ୍ର ସୂର୍ଯ୍ୟକୁ ସମ୍ପୂର୍ଣ୍ଣ ଭାବରେ ଆଚ୍ଛାଦିତ କରେ ନାହିଁ; ବରଂ, ସୂର୍ଯ୍ୟର ଧାର!-->…