‘ବିଷ ଚାଖୁଥିଲେ ୫ ନାବାଳିକା, ଚାଲିଗଲା ୪ ଜୀବନ
ବିହାରର ଔରଙ୍ଗାବାଦ ଜିଲ୍ଲାରେ ୫ ଜଣ ନାବାଳିକା ସାଙ୍ଗ ବିଷର ସ୍ୱାଦ କିପରି ବୋଲି ଚାଖୁଥିଲେ । ଯାହା ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି।ଏବେ ଏହି ଘଟଣା ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଳି ଦେଇଛି। ପୋଲିସ ଝିଅଟିର ବୟାନ ରେକର୍ଡ କରିଛି ଏବଂ ଘଟଣାର ତଦନ୍ତ କରୁଛି । ଘଟଣା ଜାନୁଆରୀ ୨୯!-->…