ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ଆଗୁଆ ନାମଲେଖା କରାଯିବ
ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ନାମଲେଖା ଆଗୁଆ କରାଯିବ। ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପ୍ରବେଶିକା!-->…