ଦୂରଦର୍ଶନର ବରିଷ୍ଠ ଖବର ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କ ଦେହାନ୍ତ
ଦୂରଦର୍ଶନର ନ୍ୟୁଜ୍ ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କର ଦେହାନ୍ତ ଘଟିଛି। ସେ ତାଙ୍କର ଶାନ୍ତ ସ୍ଵର ଏବଂ ସ୍ଵଭାବ ଏବଂ ଶୁଦ୍ଧ ହିନ୍ଦୀ ଉଚ୍ଚାରଣ ଲାଗି ବେଶ୍ ଜଣାଶୁଣା। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରଳା ଦୂରଦର୍ଶନର ଏକ ପପୁଲାର୍ ଚେହେରା ଥିଲେ। ୧୯୮୦ ଏବଂ ୧୯୯୦ ଦଶକର ଜଣେ!-->…