୩ ମାସରେ ସରିବ SIR ପୂରା ପ୍ରକ୍ରିୟା ! ଚଳିତ ମାସ ଶେଷ ସୁଦ୍ଧା ଭୋଟର ମ୍ୟାପିଂ କାମ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ଭୋଟର ତାଲିକାର ହେବ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍) । ଏପ୍ରିଲରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଚଳିତ ମାସ ଶେଷ ସୁଦ୍ଧା ଭୋଟର ମ୍ୟାପିଂ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ୧୨ ରାଜ୍ୟରେ ଏସଆଇଆର୍ ପ୍ରକ୍ରିୟା…

ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍, ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦୁର୍ଘଟଣାରୁ ବର୍ତ୍ତିଲେ ଆନ୍ଦୋଳନକାରୀ । ରାୟଗଡା ଶିରିଗୁଡ଼ା ଛକରେ ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍ । ଆଜି ବନ୍ଦ ଡାକରା ଦେଇଥିବା ବେଳେ ଶିରିଗୁଡ଼ା ଛକରେ ଅନେକ ଯାନବାହାନ ଅଟକିଥିଲା।ଶତାଧିକ ଆନ୍ଦୋଳନକାରୀଙ୍କ ସହ ସୁରକ୍ଷା ଦୃଷ୍ଟିରୁ ପୋଲିସ ମଧ୍ୟ ଉପସ୍ଥିତ…

ରାହୁଲଙ୍କ ଅଭିଯୋଗରେ ହରଦୀପଙ୍କ ଜବାବ: ‘ମାତ୍ର ୩-୪ ଥର ଏପଷ୍ଟିନଙ୍କୁ ଭେଟିଛି

ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା ଅଭିଯୋଗ ଉପରେ ଜବାବ ରଖିବାକୁ ଯାଇ ପୁରୀ ବୁଧବାର ଏହି ସୂଚନା ଦେଇଛନ୍ତି। ବିନା ଆଧାରରେ ଅଭିଯୋଗ ଲଗାଇବା ରାହୁଲଙ୍କ…

ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା

ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା ସହ ଅନ୍ୟ ସଙ୍ଗଠନଗୁଡିକର ସମର୍ଥନ ଲୋଡ଼ିଛନ୍ତି। ଅନ୍ୟପଟେ ଆଜି…

ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର( ରାଜ୍ୟ କାହାଣୀ), ଫେବୃଆରୀ ୧୧: ଦେଶ ବ୍ୟାପୀ କୁଷ୍ଠରୋଗ ନିରାକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଏକ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ହସ୍ପିଟାଲର…

ସ୍କୁଲରେ ଶିକ୍ଷକ ଅଭାବକୁ ନେଇ ପ୍ରତିବାଦ; ସମସ୍ତ ଛାତ୍ରଛାତ୍ରୀ ଫିଙ୍ଗିଦେଲେ ୟୁନିଫର୍ମ

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍କୁଲ ୟୁନିଫର୍ମ ଫିଙ୍ଗି ଦେଲେ ଛାତ୍ରଛାତ୍ରୀ। ନାଁ ସ୍କୁଲ ଭିତରକୁ ପଢିବାକୁ ଗଲେ, ନାଁ ମଧ୍ୟାହ୍ନ ଭୋଜନ କଲେ। ସ୍କୁଲରେ ଶିକ୍ଷକ ଅଭାବ ଥିବାରୁ ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ। କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ…

ଏସସିବି ଆଇସିୟୁ ବେଡରୁ ମହିଳା ରୋଗୀ ଖସିପଡିବା ଘଟଣା,ତଦନ୍ତ କମିଟି ଗଠନ

ଏସସିବି ଆଇସିୟୁ ବେଡରୁ ମହିଳା ରୋଗୀ ଖସିପଡିବା ଘଟଣାରେ ତଦନ୍ତ କମିଟି ଗଠିତ। ଏସସିବି ମେଡିକାଲ୍ ତରଫରୁ ଅନୁଧ୍ୟାନ ପାଇଁ ତଦନ୍ତ କମିଟି ଗଠନ ହୋଇଛି। କମିଟି ଘଟଣାର ତଦନ୍ତ କରି ଯଥାଶୀଘ୍ର ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେଡିସିନ୍ ବିଭାଗ ମୁଖ୍ୟ ପ୍ରଫେସର ଡା. ସରୋଜ…

ଅପରେସନ ସିନ୍ଦୂରର ହିରୋ ଥିଲା ରାଫେଲ : ବାୟୁସେନା ଉପମୁଖ୍ୟ

ଅପରେସନ ସିନ୍ଦୂର ସମୟରେ ବିଶ୍ବ ଦେଖିଲା ଭାରତର ପରାକ୍ରମ । ଭାରତ ନିଜ ଶତ୍ରୁକୁ ଧ୍ବଂସ କରିବା ପାଇଁ କିଛି ବି କରିପାରିବ । ଏହି ଅପରେସନରେ ଭାରତ ପାକିସ୍ତାନ ସୀମାରେ ଥିବା ଅନେକ ଆତଙ୍କୀ ଠିକଣାକୁ ନଷ୍ଟ କରିବା ସହିତ ଆତଙ୍କୀକୁ ନିପାତ କରିଥିଲା । ହାରି ଭିତରେ ଆଇଏଏଫ୍ ଭାଇସ୍ ଚିଫ୍ ଏୟାର…

ଥାନ୍ୟା ନାଥନ ସି ଭାରତର ପ୍ରଥମ ୧୦୦% ଦୃଷ୍ଟିହୀନ ମହିଳା ବିଚାରପତି

କେରଳର କନ୍ନୁରର ଜଣେ ୨୪ ବର୍ଷୀୟା ମହିଳା ଆଇନଜୀବୀ ଥାନ୍ୟା ନାଥନ ସି ରାଜ୍ୟ ତଥା ଦେଶର ପ୍ରଥମ ୧୦୦% ଦୃଷ୍ଟିହୀନ ମହିଳା ବିଚାରପତି ହୋଇଛନ୍ତି। ଜଣେ ଆଇନଜୀବୀ ଭାବେ ସେ ବର୍ଷେ ହେଲା ଅଭ୍ୟାସ କରୁଥିବାବେଳେ କେରଳ ନ୍ୟାୟିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଏହାଦ୍ବାରା ସେ ରାଜ୍ୟର…

୧୭ ଫେବୃଆରୀ ଭୟଙ୍କର ସୂର୍ଯ୍ୟ ଗ୍ରହଣ:ଜାଣନ୍ତୁ ଏହାର ସଠିକ୍ ସମୟ

ବର୍ଷର ପ୍ରଥମ ସୂର୍ଯ୍ୟ ଗ୍ରହଣ ଫେବୃଆରୀ ୧୭ ତାରିଖରେ ପଡୁଛି । ଫାଲଗୁନ ମାସର ଅମାବାସ୍ୟା ଦିନ ଏହି ସୂର୍ଯ୍ୟଗ୍ରହଣ ହେବ ବୋଲି କୁହାଯାଇଛି । ଏହା ଏକ ଅଗ୍ନି ବଳୟ ସୂର୍ଯ୍ୟଗ୍ରହଣ ହେବ । ଗ୍ରହଣ ଅପରାହ୍ନ ୩.୨୬ରେ ଆରମ୍ଭ ହେବ ଏବଂ ସନ୍ଧ୍ୟା ୭.୫୭ ପର୍ଯ୍ୟନ୍ତ ରହିବ । ଏହା ମୁଖ୍ୟତଃ…