୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁ ଯୋଗାଇ ଦିଆଯିବ ପାଇପ୍ ଜଳ
ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୭ ମାର୍ଚ୍ଚ ଶେଷ ସୁଦ୍ଧା ସବୁ ଗାଁକୁ ପାଇପ୍ ଜଳ ଯୋଗାଇ ଦିଆଯିବ।ବର୍ତ୍ତମାନ ସୁଦ୍ଧା ମୋଟ ୨୦୭ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ମଧ୍ୟରୁ ୩୩ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ।ସେ ଆହୁରି ମଧ୍ୟ!-->…