ହାତୀ ପାଖକୁ ଯାଅନି କି ସେଲ୍ଫି ନିଅନି !ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ପରାମର୍ଶ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି ।ଏନେଇ କଡ଼ା ପ୍ରତିକ୍ରୀୟା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ହାତୀପାଖକୁ ନ ଯିବାକୁ ଓ ହାତୀ ସହ ସେଲ୍ଫି…

ମହିଳା ହିଂସାରେ ସବୁଠୁ ଆଗରେ ଭୁବନେଶ୍ୱର।୨୦୬୪ଟି ମହିଳା ଅପରାଧିକ ମାମଲା ରୁଜୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହିଳା ଅପରାଧର ୨୦୨୪-୨୫ ବାର୍ଷିକ ରିପୋର୍ଟ ସାର୍ବଜନୀନ କଲେ ରାଜ୍ୟ ମହିଳା କମିଶନ। ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ୩୩ତମ ପ୍ରତିଷ୍ଠା ଦିବସରେ ଏହି ତଥ୍ୟ ରଖିଛନ୍ତି ରାଜ୍ୟ ମହିଳା କମିଶନ।ମହିଳା ହିଂସାରେ ସବୁଠୁ ଆଗରେ ଭୁବନେଶ୍ୱର। ତା ପଛକୁ ରହିଛି ପୁରୁଣା…

ପିୟୁସିସି ଫାଇନ କମାଇବା ଯୋଜନା ଚାଲିଛି: ପରିବହନ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ପିୟୁସିସି ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ ସୂଚନା ଦେଇଛନ୍ତି। ସମସ୍ତେ ପିୟୁସିସି କରିବା ବାଧ୍ୟତାମୂଳକ ଅଟେ । ଆହୁରି କହିଛନ୍ତି, ଟୋଲ ଗେଟରେ ପିୟୁସିସି ଫାଇନ କମାଇବା ପାଇଁ ଚାଲିଛି ଯୋଜନା। ୧୦ ହଜାର ଟଙ୍କା ଫାଇନକୁ କମ କରିବାକୁ ଆଲୋଚନା ଚାଲିଛି।…

ଏଣିକି ଜାତୀୟ ସଙ୍ଗୀତ ପୂର୍ବରୁ ଗାନ କରାଯିବ ବନ୍ଦେ ମାତରମ୍

ବନ୍ଦେ ମାତରମ୍ ପାଇଁ ଆସିଲା ନୂଆ ନିୟମ, ଏଣିକି ଜାତୀୟ ସଙ୍ଗୀତ ପୂର୍ବରୁ ଗାନ କରାଯିବ ଜାତୀୟ ଗାନଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଗାନ 'ବନ୍ଦେ ମାତରମ୍' ପାଇଁ ନୂତନ ମାର୍ଗଦର୍ଶିକା ଜାରି କରାଯାଇଛି। ଦେଶପ୍ରେମ ଏବଂ ସମ୍ମାନକୁ ଦୃଷ୍ଟିରେ ରଖି ଏହି ନିୟମରେ କିଛି…

ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ କୋଟିଏ ଟଙ୍କାର ପ୍ୟାକେଜ

ଭୁବନେଶ୍ୱର (ରାଜ୍ୟକାହାଣୀ )ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ ଟଙ୍କା । ନକ୍ସଲମୁକ୍ତ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍ ମ୍ୟାପ୍ । ଦୁଇ ମାସରେ ଦ୍ୱିତୀୟ ସଂଶୋଧିତ ପ୍ୟାକେଜ ଘୋଷଣା ହୋଇଛି। ଥଇଥାନ ପ୍ୟାକେଜ୍ ବା ପୁନର୍ବାସ ନୀତିରେ ସର୍ବଭାରତୀୟସ୍ତରର…

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ ସୁବ୍ରତ ବେହେରା

ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ । ସୁବ୍ରତ ପ୍ରାୟ ୨.୩୮ କୋଟି ଟଙ୍କାର ସରକାରୀ ପାଣ୍ଠି ହରିଲୁଟ କରିଥିବା ଅଭିଯୋଗରେ କଟକ ଭିଜିଲାନ୍ସ ଥାନାରେ କେସ ନଂ ୦୬/୨୦୨୬…

ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରାଜେନ୍ଦ୍ରଙ୍କୁ ଜାମିନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରାଜେନ୍ଦ୍ରଙ୍କୁ ଜାମିନ । ପ୍ରଥମ ଅଭିଯୁକ୍ତ ରାଜେନ୍ଦ୍ର ସାହୁଙ୍କ ଜାମିନ୍ ମଞ୍ଜୁର କରିଛନ୍ତି ଗଞ୍ଜାମ ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ୍ ପ୍ରଦାନ…

ଓଡିଶାରେ ୭୬୫ଟି ଡଲଫିନ୍‌ ଚିହ୍ନଟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଡଲଫିନ୍‌ ସଂରକ୍ଷଣରେ ଓଡ଼ିଶାକୁ ବଡ଼ ସଫଳତା ମିଳିଛି । ୨୦୨୫-୨୬ ଡଲଫିନ୍‌ ଗଣନାରୁ ମିଳିଥିବା ତଥ୍ୟ ଅନୁଯାୟୀ ଚିଲିକା ସମେତ ଓଡ଼ିଶା ଉପକୂଳରେ ବିଭିନ୍ନ ପ୍ରଜାତିର ୭୬୫ଟି ଡଲଫିନ୍‌ ରହିଛନ୍ତି ।ଚିଲିକା ପ୍ରସିଦ୍ଧ ଇରାୱାଡି ସହ ବୋଟଲନୋଜ୍, ହମ୍ପବ୍ୟାକ୍, ସ୍ପିନର,…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଅଶ୍ଳୀଳ, ଜାଲିଆତି ବିଷୟବସ୍ତୁ

କେନ୍ଦ୍ର ସରକାର ମଙ୍ଗଳବାର ସୋସିଆଲ୍ ମିଡିଆ ପ୍ଲାଟଫର୍ମଗୁଡ଼ିକ ପାଇଁ କଡ଼ା ଆଦେଶ ଜାରି କରିଛନ୍ତି । ଏହା ଅନୁସାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏଣିକି ଏଆଇ ସାମଗ୍ରୀ ଉପରେ ୱାଟରମାର୍କ ଲଗାଇବେ । ଏପରି ସାମଗ୍ରୀକୁ ଚିହ୍ନଟ ପାଇଁ ସଂକେତ ରହିବା ଜରୁରି । ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ…

୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍‌ ପାଣି ଯୋଗାଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗକୁ ଖରାଦିନ ଆସୁଥିବାବେଳେ ଏବେଠୁ ଗାଁଗାଁରେ ପିଇବା ପାଣି ସଙ୍କଟ ଦେଖାଦେଲାଣି। ତେବେ ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍‌ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶନ୍‌ ମୋଡ୍‌ରେ କାର୍ଯ୍ୟକାରୀ କରି…