୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍ ପାଣି ଯୋଗାଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗକୁ ଖରାଦିନ ଆସୁଥିବାବେଳେ ଏବେଠୁ ଗାଁଗାଁରେ ପିଇବା ପାଣି ସଙ୍କଟ ଦେଖାଦେଲାଣି। ତେବେ ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶନ୍ ମୋଡ୍ରେ କାର୍ଯ୍ୟକାରୀ କରି!-->…