ଅପରେସନ ସିନ୍ଦୂରର ହିରୋ ଥିଲା ରାଫେଲ : ବାୟୁସେନା ଉପମୁଖ୍ୟ
ଅପରେସନ ସିନ୍ଦୂର ସମୟରେ ବିଶ୍ବ ଦେଖିଲା ଭାରତର ପରାକ୍ରମ । ଭାରତ ନିଜ ଶତ୍ରୁକୁ ଧ୍ବଂସ କରିବା ପାଇଁ କିଛି ବି କରିପାରିବ । ଏହି ଅପରେସନରେ ଭାରତ ପାକିସ୍ତାନ ସୀମାରେ ଥିବା ଅନେକ ଆତଙ୍କୀ ଠିକଣାକୁ ନଷ୍ଟ କରିବା ସହିତ ଆତଙ୍କୀକୁ ନିପାତ କରିଥିଲା । ହାରି ଭିତରେ ଆଇଏଏଫ୍ ଭାଇସ୍ ଚିଫ୍ ଏୟାର!-->…