ଓଡିଶାରେ ୭୬୫ଟି ଡଲଫିନ୍ ଚିହ୍ନଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଡଲଫିନ୍ ସଂରକ୍ଷଣରେ ଓଡ଼ିଶାକୁ ବଡ଼ ସଫଳତା ମିଳିଛି । ୨୦୨୫-୨୬ ଡଲଫିନ୍ ଗଣନାରୁ ମିଳିଥିବା ତଥ୍ୟ ଅନୁଯାୟୀ ଚିଲିକା ସମେତ ଓଡ଼ିଶା ଉପକୂଳରେ ବିଭିନ୍ନ ପ୍ରଜାତିର ୭୬୫ଟି ଡଲଫିନ୍ ରହିଛନ୍ତି ।ଚିଲିକା ପ୍ରସିଦ୍ଧ ଇରାୱାଡି ସହ ବୋଟଲନୋଜ୍, ହମ୍ପବ୍ୟାକ୍, ସ୍ପିନର,!-->…