ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ୮୧ ଦିନ ଧରି ବନ୍ଦ ଅଙ୍ଗନବାଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିର ଡିଜିଟାଲ ଯୁଗରେ ବଞ୍ଚିଛି ଜାତିପ୍ରଥା । ଜାତିପ୍ରଥାର ଏଭଳି କୁତ୍ସିତ ପରମ୍ପରା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ । ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଅଙ୍ଗନବାଡ଼ିକୁ ଶିଶୁଙ୍କୁ ପଢିବାକୁ ଛାଡୁ ନାହାନ୍ତି ଗ୍ରାମବାସୀ । ଏପରିକି…

ଚନ୍ଦ୍ରଯାନ-୪: ଲ୍ୟାଣ୍ଡିଂ ପାଇଁ ସ୍ଥାନ ଚିହ୍ନଟ କଲା ଇସ୍ରୋ

ଚନ୍ଦ୍ରଯାନ-୪ ମିଶନ ପାଇଁ ଚନ୍ଦ୍ର ପୃଷ୍ଠରେ ସୁରକ୍ଷିତ ଅବତରଣ ସ୍ଥଳୀ ପାଇଛି ଇସ୍ରୋ । ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିବ ଚନ୍ଦ୍ରଯାନ-୪ । ଚନ୍ଦ୍ରଯାନ-୨ ଅର୍ବିଟର୍‌ରେ ମିଳିଥିବା ଫଟୋ ଆଧାରରେ ବୈଜ୍ଞାନିକମାନେ ମନ୍ସ ମାଉଣ୍ଟେନ୍ (ଏମ୍‌ଏମ୍-୪) କ୍ଷେତ୍ରକୁ ଅବତରଣ ପାଇଁ ଉପଯୁକ୍ତ…

୧୦୦ କୋଟି ସ୍ମାର୍ଟଫୋନ୍ ଉପରେ ସାଇବର ଆଟାକ୍ ବିପଦ

ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ବଡ କଥା | ଗୁଗୁଲ୍ ନିଶ୍ଚିତ କରିଛି ଯେ ୪୦% ରୁ ଅଧିକ ଅର୍ଥାତ ୧୦୦ କୋଟି ଆଣ୍ଡ୍ରଏଡ୍ ଫୋନ୍ ଏବେ ମାଲୱେର୍ ଏବଂ ସ୍ପାଏୱାୟାର ଆକ୍ରମଣର ଶିକାର ହୋଇପାରନ୍ତି । ଆଣ୍ଡ୍ରଏଡ୍ ୧୨ କିମ୍ବା ପୁରୁଣା ଭର୍ସନ ଚଲାଉଥିବା ଆଣ୍ଡ୍ରଏଡ୍…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର। ଅର୍ଡର କଲେ ସିଟ୍‌ରେ ପାଖରେ ମିଳିବ ଖାଦ୍ୟ

ଆଇଆରସିଟିସି ଆରମ୍ଭ କରିଛି ଇ-ପ୍ୟାଣ୍ଟ୍ରି। ଏବେ ଟ୍ରେନ୍ ଯାତ୍ରା ପୂର୍ବରୁ ଅନଲାଇନ୍ ରେ କରିପାରିବେ ଖାଦ୍ୟପେୟ ବୁକିଂ। ଆପଣଙ୍କ ସିଟ୍ ପାଖରେ ପହଞ୍ଚିଯିବ ଗରମା ଗରମ ଖାଦ୍ୟ। ପୂର୍ବରୁ ଏହି ସୁବିଧା କେବଳ ପ୍ରିମିୟମ୍ ଟ୍ରେନ୍ ରେ ଥିଲା। ଏହି ସୁବିଧା ଏବେ ୨୫ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ ରେ…

ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା । କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ କମିବ କାଗଜପତ୍ରରେ କାରବାର। କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା। କାରଣ ରାଜ୍ୟର ସମସ୍ତ ପାକ୍ସଗୁଡ଼ିକ ହେବ ଡିଜିଟାଇଜେସନ୍‌।ଇ-ତଦନ୍ତ ଓ ଇ-ଅଡିଟ୍‌ କରାଯିବ।…

ଇଡ୍‌କୋର ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ),ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ,ଆଜି ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ (ଇଡ୍‌କୋ)ର ଅଧ୍ୟକ୍ଷା ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀମତୀ ପାଢ଼ୀ ଇଡ୍‌କୋର…

ପୁଣି ମହାପ୍ରସାଦକୁ ଅପମାନ: ଡାଇନିଂ ଟେବୁଲରେ ବସି ମହାପ୍ରଭୁଙ୍କ ମହାପ୍ରସାଦ ସେବନର ଭିଡିଓ ଭାଇରାଲ

ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ବସି ମହାପ୍ରଭୁଙ୍କ ମହାପ୍ରସାଦ ସେବନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପୁରୀର ଏକ ହୋଟେଲରେ ବଙ୍ଗୀୟ ଯାତ୍ରୀ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ କରୁଥିବା ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଘୋର ଆଘାତ ଦେଇଛି।ଭକ୍ତି ଭାବର ସହ…

୩୦୮୨ ସେଣ୍ଟରରେ ମାଟ୍ରିକ୍ ପରୀକ୍ଷା

ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ମେଟ୍ରିକ୍ ପରୀକ୍ଷା ।ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି।ଏଥର ପରୀକ୍ଷା ଦେବା ପାଇଁ ୫ ଲକ୍ଷ ୬୧ ହଜାର ୯୭୯…

ବଢ଼ିଲା ସୁନା ଏବଂ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୮୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୬୦୦…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର (ରାଜ୍ୟକାହାଣୀ )ମଣ୍ଡିରେ ଚାଷୀ ହଇରାଣ ହେବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ କରିବା କ୍ଷେତ୍ରରେ ଚରମ ବିଫଳତା ସମ୍ବନ୍ଧେରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠି।ନବୀନ ପଟ୍ଟନାୟକ ନିଜ ଚିଠିରେ ଲେଖିଛନ୍ତି ଯେ, ଧାନ ସଂଗ୍ରହ…