ଦୁନିଆର ସବୁଠୁ ମହଙ୍ଗା ‘DDC 001’ ନମ୍ବର ପ୍ଲେଟ୍ ; ୨.୦୮ କୋଟି ଟଙ୍କାରେ ନିଲାମ
ଆନ୍ଧ୍ର ପ୍ରଦେଶର ଜଣେ କ୍ରେତା ସମ୍ପ୍ରତି ୨.୦୮ କୋଟି ଟଙ୍କାରେ ‘DDC 001’ ନମ୍ବର ପ୍ଲେଟ୍ କିଣି ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି। ଯାହା ଏହାକୁ ଭାରତୀୟ ଅଟୋମୋବାଇଲ୍ ଇତିହାସରେ ଏପର୍ଯ୍ୟନ୍ତ ବିକ୍ରି ହୋଇଥିବା ସବୁଠାରୁ ମହଙ୍ଗା ନମ୍ବର ପ୍ଲେଟ୍ କରିଛି।ବିଗ୍ ବୟ ଟଏଡ୍ର ପ୍ରତିଷ୍ଠାତା ଓ!-->…