ଗ୍ରାହକଙ୍କ ପାଇଁ ବଡ ଆଶ୍ୱସ୍ତି । ଆଜି ପୁଣି ଖସିଲା ସୁନା, ରୁପା ଦର
ପୁଣି ଥରେ ଖସିଲା ସୁନା, ରୂପା ଦର । ଲଗାତାର ପଞ୍ଚମ ଦିନରେ ଖସିଛି ସୁନା, ରୂପା ଦର । ୨୪କ୍ୟାରେଟ୍ ସୁନା ୧୪୨୦ଟଙ୍କା ହ୍ରାସ,୧୦ଗ୍ରାମ ପିଛା ୧,୫୧,୯୦୦ ହୋଇଛି । ଗତକାଲି ୨୪କ୍ୟାରେଟର ଦାମ ୧ଲକ୍ଷ ୫୩ହଜାର ୩୨୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ୍ ସୁନା ୧୩୦୦ ଟଙ୍କା ହ୍ରାସ ପାଇଛି ।!-->…