ଟ୍ବେଣ୍ଟି-୨୦ ବିଶ୍ବକପରେ ଭାରତ ବିପକ୍ଷ ମ୍ୟାଚକୁ ବର୍ଜନ କରିବାକୁ ପାକିସ୍ତାନର ଘୋଷଣା
ବଢିଲା ଭାରତ- ପାକ୍ କ୍ରିକେଟ ବିବାଦ। ଟି-ଟ୍ବେଣ୍ଟି ବିଶ୍ବକପ ଖେଳିବ କିନ୍ତୁ ଭାରତ ବିପକ୍ଷ ମ୍ୟାଚକୁ ନା। ଆଇସିସି ଟି-ଟ୍ବେଣ୍ଟି ବିଶ୍ବକପରେ ଖେଳିବାକୁ ପିସିବିର ପ୍ରସ୍ତାବକୁ ଅନୁମୋଦନ କରିଛି ପାକିସ୍ତାନ ସରକାର। କିନ୍ତୁ ଫେବୃଆରୀ ୧୫ରେ ହେବାକୁ ଥିବା ଭାରତ ବିପକ୍ଷ ମ୍ୟାଚ ନ ଖେଳିବାକୁ!-->…