ସ୍କୁଲରେ ଛାତ୍ରୀମାନଙ୍କ ପାଇଁ ରହିବ ସାନିଟାରି ପ୍ୟାଡ୍ ଓ ପୃଥକ ଶୌଚାଳୟର ବ୍ୟବସ୍ଥା: ସୁପ୍ରିମକୋର୍ଟ
ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ!-->…