ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୮ ତମ ଶ୍ରାଦ୍ଧ ବାର୍ଷିକୀ
ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୮ ତମ ଶ୍ରାଦ୍ଧ ବାର୍ଷିକୀ । ମହାତ୍ମା ଗାନ୍ଧୀ ଥିଲେ ବିଂଶ ଶତାବ୍ଦୀର ସର୍ବଶ୍ରେଷ୍ଠ ସତ୍ୟର ଆରାଧକ। ତାଙ୍କ ପାଇଁ ସତ୍ୟ ହିଁ ଭଗବାନ ଥିଲା । ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଥିଲେ ଦେଶର ମହାନତମ ସ୍ୱାଧୀନତା ସଂଗ୍ରାମୀଙ୍କ ଭିତରୁ ଜଣେ। ଜଣେ ମହାନୁଭବ,!-->…