ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ
ରାଜ୍ୟ କାହାଣୀ (ଭୁବନେଶ୍ଵର)ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ବର ଶବରଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗିରଫ ପରେ ବୁଧବାର ତାଙ୍କୁ ଭବାନୀପାଟଣାର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ । ଓଡିଶା ଭିଜିଲାନ୍ସ ଟିମ୍!-->…