ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା: ବିମାନର ମିଳିଲା ବ୍ଲାକ୍ ବକ୍ସ
ଅଜିତ୍ ପାଓ୍ୱାରଙ୍କ ବିମାନ ଦୁର୍ଘଟଣା ଘଟଣାରେ ଆସିଛି ବଡ଼ ଖବର । ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କହିଛି ଯେ ଜାନୁଆରୀ ୨୮ ତାରିଖରେ ବାରାମତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏବଂ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ବିମାନର ବ୍ଲାକ ବକ୍ସ!-->…