ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପିସିସି ସଭାପତି । ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ଭେଟିବେ ଭକ୍ତ ଦାସ । ଫେବୃଆରି ପ୍ରଥମ ସପ୍ତାହରେ ନବୀନଙ୍କୁ ଭେଟିବେ ଭକ୍ତ ଦାସ । ରାଜ୍ୟସଭା ସିଟ୍ ପାଇଁ ସମର୍ଥନ ମାଗିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି!-->…