ଉପମୁଖ୍ୟମନ୍ତ୍ରୀଙ୍କ ପ୍ଲେନ୍ କ୍ରାସ୍ ; ଦୁର୍ଘଟଣା ପରେ ଜଳିଗଲା ବିମାନ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବିମାନରେ ଥିଲେ । ଅବତରଣ ସମୟରେ ବିମାନ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ…

ଆଜି ଓଡ଼ିଶା ବନ୍ଦ ଡାକରା ! କଟକରେ ଗଡୁନି ଘରୋଇ ବସ୍‌

ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନଁାରେ ଲୁଟ୍‌ କରିବାରେ…

UGC ବିବାଦ ଉପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବୟାନ

ଦେଶରେ ଉଚ୍ଚଶିକ୍ଷା ବ୍ୟବସ୍ଥା ସହ ସମ୍ପର୍କିତ ନୂଆ ନିୟମ ଲାଗୁ ହୋଇଛି । ଏହାକୁ ନେଇ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଜାତିଗତ ଭେଦଭାବ ରୋକିବା ଓ ସମାନତାକୁ ପ୍ରତ୍ସୋହନ ଦେବା ଉଦ୍ଦେଶ୍ୟରେ ଅଣାଯାଇଥିବା ନୂଆ ନିୟମକୁ ନେଇ ତୀବ୍ର ଆଲୋଚନା ହେଉଛି ।…

ରତ୍ନଭଣ୍ଡାର ମାମଲା: ପକ୍ଷ ରଖିଲା ପ୍ରଶାସନ

ଭୁବନେଶ୍ୱର (ରାଜ୍ୟକାହାଣୀ )ହାଇକୋର୍ଟରେ ରତ୍ନଭଣ୍ଡାର ଗଣତିମଣତି ସଂପର୍କିତ ମାମଲା । ହାଇକୋର୍ଟରେ ପକ୍ଷ ରଖିଲା ମନ୍ଦିର ପ୍ରଶାସନ । ମନ୍ଦିର ପ୍ରଶାସନ କହିଛି ରତ୍ନ ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇ ସାରିଛି । ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଲେ ହେବ ଗଣତି ମଣତି । ୧୯୭୮ ମସିହା…

ଆସନ୍ତାକାଲିଠାରୁ ସଂସଦର ବଜେଟ ଅଧିବେଶନ

ଆସନ୍ତାକାଲିଠାରୁ ସଂସଦର ବଜେଟ ଅଧିବେଶନ। ତା ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ। ସଂସଦ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସମସ୍ତ ଦଳଙ୍କ ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ର ସରକାର। ବଜେଟ ଅଧିବେଶନରେ ଯେପରି ଉଭୟ ଲୋକସଭା ଓ ରାଜ୍ୟସଭାରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିବ ସେଥିଲାଗି…

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ ପୁରସ୍କାର ମିଳିବ । ଅପପୁଷ୍ଟି ମୁକ୍ତ ନେଇ…

ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସଂଶୋଧନ କରି…

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ…

ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟରେ ବୃଦ୍ଧି । ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ଅଙ୍ଗନବାଡି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢି ୧୭୫ ଟଙ୍କା ହେଲା । ଛାତ୍ରୀଙ୍କ ପୋଷାକ ମୂଲ୍ୟ ୧୫୦ରୁ…

ଟ୍ରାଭେଲ୍‌ ସଂସ୍ଥା ଉପରେ ପୋଲିସର ଚଢାଉ, ପର୍ଯ୍ୟଟକଙ୍କୁ ଠକୁଥିଲେ !

ପୁରୀରେ ପୋଲିସର ବଡ଼ ଧରଣର ଚଢାଉ । ବେଳାଭୂମିର ସମସ୍ତ ଟୁର ଓ ଟ୍ରାଭେଲ କାର୍ଯ୍ୟାଳୟ ଚଢ଼ାଉ କରିଛି ପୋଲିସ । ପୁରୀର ବିଭିନ୍ନ ସ୍ଥାନରେ ଏକାସାଙ୍ଗେ ପୋଲିସ ପକ୍ଷରୁ ଚାଲିଛି ଚଢାଉ । ଖବର ଅନୁଯାୟୀ, ବେଆଇନ୍‌ ଟୁର ଆଣ୍ଡ ଟ୍ରାଭେଲ୍ସ ପରିଚାଳନା କରୁଥିବାର ଅଭିଯୋଗ ଆସିଥିଲା । ଏପିରିକି ପୁରୀ…