ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଆବେଦନ

ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହେବ । ମାର୍ଚ୍ଚ ୨୨ ତାରିଖ ଯାଏ ଆବେଦନ ଚାଲିବ । ମେ ୪ରୁ ୯ ଯାଏ ପରୀକ୍ଷା ହେବ । ଏସବୁ ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ (ସିବିଟି) ମୋଡ୍ରେ ପରୀକ୍ଷା ହେବ । ବି ଫାର୍ମା, ନର୍ସିଂ (ବିଏସ୍ସି ନର୍ସିଂ,…

ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା,୧୮୦୦ସିଟକୁ ମିଳିଲା ଅନୁମତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ସିଟ୍ କଟକଣା ଲଗାଇଲା କମିଶନରେଟ୍ ପୋଲିସ୍। ଏଥର ଯାତ୍ରା ପେଣ୍ଡାଲରେ ୧୮ଶହ ସିଟ୍ ପକାଇବାକୁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗୋଟିଏ ଲାଇନରୁ ଆଉ ଗୋଟିଏ ଲାଇନ୍ ୩ ଫୁଟ୍ ଫାଙ୍କା ରହିବ। ତାସହ ପେଣ୍ଡାଲ୍ ଭିତରକୁ ଚଉଡା ରାସ୍ତା…

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ !ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା ।ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା…

ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଫେବୃଆରୀ ମାସର ବ୍ୟାଙ୍କ ଛୁଟିର ସମ୍ପୂର୍ଣ୍ଣ ତାଲିକା ଘୋଷଣା କରିଛି। ଏଥିରେ ସାପ୍ତାହିକ ଛୁଟି, ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଏବଂ ରାଜ୍ୟ ପର୍ବପର୍ବାଣୀ ପାଇଁ ଛୁଟି ଅନ୍ତର୍ଭୁକ୍ତ। ଫେବୃଆରୀ ୨୦୨୬ର ବ୍ୟାଙ୍କ ଛୁଟିର ତାଲିକା ଫେବୃଆରୀ ୧…

ବିମାନ ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ପରଲୋକ । ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପରଲୋକ । ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପ…

‘ପ୍ଲେବ୍ୟାକ୍ ସିଙ୍ଗିଙ୍ଗ୍’କୁ ବାଏ ବାଏ କଲେ ଅରିଜତ୍

ବଲିଉଡର ସବୁଠାରୁ ଲୋକପ୍ରିୟ ଗାୟକ ଅରିଜିତ ସିଂ । ନିଜ ନିଆରା କଣ୍ଠସ୍ୱରରେ ସେ କରନ୍ତି ମତୁଆଲା । ସଂଗୀତର ସୁମଧୁର ସ୍ୱରରେ ସେ ଭରିପାରନ୍ତି ରଙ୍ଗୀନ୍ ରୋମାନ୍ସ । ଦୁଃଖର ସ୍ୱରରେ ବିଚ୍ଛେଦର ଜ୍ୱାଳାକୁ ବଢ଼ାଇପାରନ୍ତି । ଆଖିରେ ଆଣନ୍ତି ‘ଲୁହର ଶ୍ରାବଣ’ । ବର୍ଷର ପ୍ରଥମ ମାସରେ ହିଁ ଏକ…

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା ।…

ଉପମୁଖ୍ୟମନ୍ତ୍ରୀଙ୍କ ପ୍ଲେନ୍ କ୍ରାସ୍ ; ଦୁର୍ଘଟଣା ପରେ ଜଳିଗଲା ବିମାନ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବିମାନରେ ଥିଲେ । ଅବତରଣ ସମୟରେ ବିମାନ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ…

ଆଜି ଓଡ଼ିଶା ବନ୍ଦ ଡାକରା ! କଟକରେ ଗଡୁନି ଘରୋଇ ବସ୍‌

ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନଁାରେ ଲୁଟ୍‌ କରିବାରେ…

UGC ବିବାଦ ଉପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବୟାନ

ଦେଶରେ ଉଚ୍ଚଶିକ୍ଷା ବ୍ୟବସ୍ଥା ସହ ସମ୍ପର୍କିତ ନୂଆ ନିୟମ ଲାଗୁ ହୋଇଛି । ଏହାକୁ ନେଇ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଜାତିଗତ ଭେଦଭାବ ରୋକିବା ଓ ସମାନତାକୁ ପ୍ରତ୍ସୋହନ ଦେବା ଉଦ୍ଦେଶ୍ୟରେ ଅଣାଯାଇଥିବା ନୂଆ ନିୟମକୁ ନେଇ ତୀବ୍ର ଆଲୋଚନା ହେଉଛି ।…