ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ମଞ୍ଜୁରୀ ! ଭାରତରେ ଶସ୍ତା ହେବ ବିଦେଶୀ କାର୍
ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି । କାଲି ଐତିହାସିକ ଚୁକ୍ତି ହୋଇଥିବା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି ।ମଦର୍ ଅଫ୍ ଅଲ୍ ଡିଲ୍କୁ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ!-->…