’ଧୁରନ୍ଧର’ ଫିଲ୍ମ ଷ୍ଟାର ନଦୀମ ଖାନ ଗିରଫ, ଘରୋଇ ସହାୟିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ

ବଲିଉଡ ଫିଲ୍ମ ଧୁରନ୍ଧରରେ ନଜର ଆସିଥିବା ନଦୀମ ଖାନଙ୍କୁ ଗିରଫ କଲା ପୋଲିସ । ୧୦ ବର୍ଷ ଧରି ଜଣେ ଘରୋଇ ସହାୟିକାଙ୍କୁ ବିବାହ ପ୍ରତିଶୃତି ଦେଇ ତାଙ୍କୁ ଠକି ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଦେବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରିଛି ।୪୧ ବର୍ଷୀୟ…

ଆସନ୍ତା ୪ ଦିନ ମଧ୍ୟରେ ୨ରୁ ୩ ଡିଗ୍ରି ବଢିବ ରାତି ତାପମାତ୍ରା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଆସନ୍ତାକାଲି ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ରହିବ । ଦିନର ସର୍ବୋଚ୍ଚ…

ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ – ଜଙ୍ଗଲ ପରିବେଶ ସୁରକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବାଲିଘର ହାତୀ ମୃତ୍ୟୁ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ପରିବେଶ ସୁରକ୍ଷା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ହାତୀ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି । ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ…

ସାବଧାନ ! ହ୍ବାଟ୍ସଆପରେ ଅଜଣା ଲିଙ୍କ୍ ଆସିଲେ କ୍ଲିକ୍ କରନ୍ତୁନି  

ପୁରୀ ସର୍ବୋଦୟ ନଗରର ମୃତ୍ୟୁଞ୍ଜୟ ତ୍ରିପାଠୀ ଏଭଳି ସାଇବର ଠକାମୀର ଶିକାର ହୋଇଛନ୍ତି । ତାଙ୍କ ମୋବାଇଲକୁ ହ୍ବାଟ୍ସଆପ୍ ଯୋଗେ ଏକ ମେସେଜ ଆସିଥିଲା । ମେସେଜ ଯୋଗେ ଆସିଥିବା ଆପ୍ ଖୋଲିବାରୁ ତାଙ୍କ ଫୋନ୍ ଓ ବ୍ୟାଙ୍କର ସମସ୍ତ ବିବରଣୀ ସାଇବର ଠକ ପାଖକୁ ପଳାଇଥିଲା । ଗତ ବର୍ଷ ଡିସେମ୍ବର ୧୩…

ଦେବଗଡ଼ରେ ଲଜ୍ଜା। ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଦେବଗଡ଼ର ବାରକୋଟ ଥାନା ଅଂଚଳରେ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଗତକାଲି ରାତିରେ ଜଣେ ନାବାଳିକା ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମର ଶିକାର ହୋଇଛନ୍ତି । ଉଦିତ ପାତ୍ର ନାମକ ଯୁବକ ଶିଶୁଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଚିତ୍କାର କରିବାରୁ…

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର (ରାଜ୍ୟକାହାଣୀ )ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍‌ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରିଛନ୍ତି ଭାରତୀୟ ସେନା। ତେବେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର…

୭୭ ତମ ସାଧାରଣତନ୍ତ୍ର ଦିବସ, ୨୦ ପୋଲିସ କର୍ମଚାରୀଙ୍କୁ ମିଳିଲା ରାଜ୍ୟପାଳ ପଦକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ଗାନ୍ଧୀମାର୍ଗରେ ଭବ୍ୟ ପରେଡ୍ ସମାରୋହ ହୋଇଛି। ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ…

କାହିଁକି ଜାନୁଆରୀ ୨୬ ପାଳନ କରାଯାଏ ?

ଆଜି ହେଉଛି ୭୭ ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ସ୍ବାଧୀନ ଭାରତର ନୂତନ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ୧୯୫୧ ମସିହା ଜାନୁଆରୀ ୨୬ ରେ ଦେଶ ପାଳିଥିଲା ପ୍ରଥମ ଗଣତନ୍ତ୍ର ଦିବସ । ଏହି ଦିନକୁ ଭାରତବାସୀ ଆନନ୍ଦ ଉଲ୍ଲାସରେ ପାଳନ କରିଆସୁଛନ୍ତି । ପ୍ରତିବର୍ଷ ଆଜିର…

ଦିଲ୍ଲୀରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ ଶକ୍ତି, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବାୟୁସେନାର ଅଭୂତପୂର୍ବ…