ଝିଅକୁ କଙ୍ଗାରୁ କୋର୍ଟରେ ନିର୍ଯାତନା ସହିନପାରି ଜୀବନ ହାରିଲା ବାପା
ଭୁବନେଶ୍ୱର (ରାଜ୍ୟକାହାଣୀ )ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲା ବାଂଶଡା ଥାନା ଚଡଦିଆରୁ। ସୂଚନାମୁତାବକ ଚଡଦିଆ!-->…