୫୦ ପର୍ଯ୍ୟନ୍ତ ଲେଖି ପାରିଲାନି ବୋଲି ୪ ବର୍ଷୀୟ ଝିଅକୁ ହତ୍ୟା କଲା ବାପା
ଦିଲ୍ଲୀ ଫରିଦାବାଦରୁ ଏପରି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଯାହା ପୁରା ସମାଜକୁ ଦୋହଲାଇ ଦେଇଛି । ଜଣେ ବାପା ହୋମ୍ୱାର୍କ ନକରିଥିବାରୁ ନିଷ୍ଠୁର ହୋଇ ଚାରି ବର୍ଷର ଝିଅକୁ ହତ୍ୟା କରିଛନ୍ତି।ପୁଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ପୁଲିସ କହିଛି ଝିଅ ୫୦ ପର୍ଯ୍ୟନ୍ତ ସଂଖ୍ୟା!-->…