ଜମ୍ମୁ କଶ୍ମୀର ଡୋଡାରେ ୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ
ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି ଏବଂ ଦଶଜଣ ଆହତ ହୋଇଥିବା ସୂଚନା ରହିଛି । ଡୋଡାର ଭାଦରୱାହ-ଚମ୍ବା ରାସ୍ତା ଦେଇ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । କାସପର ଗାଡ଼ିଟି ୨୦୦ ଫୁଟ ଗଭୀର ଖାଇରେ ଖସି!-->…